ଲାଲୁଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର
ରାଞ୍ଚି: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ସ୍ୱାସ୍ଥ୍ୟାବସ୍ଥା ହଠାତ୍ ବିଗିଡ଼ି ଯାଇଛି। ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କ ଉପରେ ନଜର ରଖିଛନ୍ତି। ଗତକାଲି ସନ୍ଧ୍ୟାରେ ତାଙ୍କ ସ୍ୱାସ୍ଥ୍ୟ ହଠାତ୍ ଖରାପ ହୋଇଯାଇଥିଲା…