ଆଜିଠୁ ଶ୍ରୀମନ୍ଦିରରେ ପହିଲି ଭୋଗ ନୀତି…
ପୁରୀ: ଆଜି ପବିତ୍ର ଧନୁ ସଂକ୍ରାନ୍ତି। ଧନୁ ସଂକ୍ରାନ୍ତି ଅବସରରେ ଆଜିଠୁ ଏକମାସ ଯାଏଁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତିକାନ୍ତି କରାଯାଇଛି। ପ୍ରତ୍ୟୁଷରୁ ଠାକୁରଙ୍କ ପହିଲି ଭୋଗ ନୀତି ହେବ।
ଧନୁ ସଂକ୍ରାନ୍ତି…