Odisha Link
Bridging the Missing Links in Odisha
Browsing Tag

Dharmendra Pradhan

ସମ୍ବଲପୁରରେ ନିର୍ମାଣ ଶ୍ରମିକ କଲ୍ୟାଣ…

ଓଏଲ୍‌ ବ୍ୟୁରୋ: ବିକାଶ ପ୍ରକ୍ରିୟାରେ ଶ୍ରମିକ ମାନଙ୍କର ଅତୁଳନୀୟ ଅବଦାନକୁ ସ୍ଵୀକାର କରି ଆମ ସରକାର ସେମାନଙ୍କ ସୁରକ୍ଷା ଓ କଲ୍ୟାଣ ନିମନ୍ତେ ବହୁବିଧ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ସରକାରଙ୍କ ସହାୟତା ନେବା ପାଇଁ ନିଜର ନାମକୁ ନିର୍ମାଣ ଶ୍ରମିକ…

‘ସିଟି ସ୍କାନ୍ ସେବା’ର ଶୁଭାରମ୍ଭ କଲେ…

ଓଏଲ୍‌ ବ୍ୟୁରୋ: ସମ୍ବଲପୁରବାସୀଙ୍କ ପାଇଁ ଭଲ ଖବର। ଏଣିକି ପାଇବେ ସହଜରେ ପାଇବେ ଉନ୍ନତ ଚିକିତ୍ସା। ଆଜି ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏକ ‘ନିଶୁଳ୍କ ସିଟି ସ୍କାନ୍ ସେବା’ର ଶୁଭାରମ୍ଭ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସିଟି…

ବାଜି ରାଉତଙ୍କ ଜନ୍ମ ଜୟନ୍ତୀ:…

ଓଏଲ୍‌ ବ୍ୟୁରୋ: ଆଜି ହେଉଛି ଭାରତ ସ୍ୱାଧୀନତା ସଂଗ୍ରାମର ସର୍ବ କନିଷ୍ଠ ସହିଦ ସଂଗ୍ରାମୀ ବାଜି ରାଉତଙ୍କ ଜନ୍ମ ଜୟନ୍ତୀ। ଅନେକ ବୀର ନିଜର ଜୀବନକୁ ବାଜି ଲଗାଇ ଭାରତକୁ ସ୍ୱାଧୀନ କରିଥିଲେ। ସେ ମଧ୍ୟରୁ ଅନ୍ୟତମ ହେଲେ ସହିଦ ବାଜି ରାଉତ। ତେବେ ଆଜି ତାଙ୍କ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି…

ପ୍ରତିଶ୍ରୁତି ଦେଇଥିଲୁ ରତ୍ନଭଣ୍ଡାର…

ଓଏଲ୍‌ ବ୍ୟୁରୋ: ଗତକାଲି ଭିତର ରତ୍ନଭଣ୍ଡାର ଖୋଲାଯାଇ ଅଳଙ୍କାର ସ୍ଥାନାନ୍ତର କରାଯାଇଛି। ଆଜି ରଥରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଦର୍ଶନ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ପ୍ରତିଶ୍ରୁତି ଦେଇଥିଲୁ, ରତ୍ନଭଣ୍ଡାର ଖୋଲିଲୁ। ଆଗକୁ ମଣତି ଓ…

ଧର୍ମେନ୍ଦ୍ରଙ୍କ ପାଖରେ ଦୀପାଳିଙ୍କ ଭାଇ…

ଓଏଲ୍‌ ବ୍ୟୁରୋ: ଦିବଙ୍ଗତ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ପୁଅ ତଥା ଝାରସୁଗୁଡ଼ାର ପୂର୍ବତନ ବିଧାୟିକା ଦୀପାଳି ଦାସଙ୍କ ଭାଇ ବିଶାଳ ଦାସ ଏବେ ଚର୍ଚ୍ଚାରେ। କାରଣ ତାଙ୍କର ଏପରି ଏକ ଫଟୋ ଭାଇରାଲ ହେଉଛି ଯାହା ରାଜ୍ୟ ରାଜନୀତିରେ ହଟଚମଟ ସୃଷ୍ଟି କରିିଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ବିଧାନସଭା ନିର୍ବାଚନ ଉପରେ ବିଜେପିର ନଜର,…

ଓଏଲ୍‌ ବ୍ୟୁରୋ: ସରିଛି ଲୋକସଭା ନିର୍ବାଚନ। କେନ୍ଦ୍ରରେ ତୃତୀୟ ଥର ପାଇଁ ଶାସନ ଗାଦିରେ ବସିଲେ ନରେନ୍ଦ୍ର ମୋଦି। ଲୋକସଭା ନିର୍ବାଚନ ସରୁ ସରୁ ଆକ୍ସନ ମୁଡରେ ଭାରତୀୟ ଜନତା ପାର୍ଟି। ଚଳିତ ବର୍ଷ ଶେଷ ଆଡ଼କୁ ଦେଶର କିଛି ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଯାହାକୁ ନଜରରେ ରଖି ଅଙ୍କକଷା ଆରମ୍ଭ…

ନିଟ୍‌ ପରୀକ୍ଷାଫଳ ବିବାଦ: ମୁହଁ ଖୋଲିଲେ…

ଓଏଲ୍‌ ବ୍ୟୁରୋ: ନିଟ୍‌ ପରୀକ୍ଷାଫଳ ଆସିବା ପରେ ଏହାକୁ ନେଇ ବିବାଦ ଦେଖାଦେଇଛି। ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ଆଣିବା ସହ ପରୀକ୍ଷାକୁ ରଦ୍ଦ କରିବା ସହ କାଉନସେଲିଂ ବନ୍ଦ କରିବାକୁ ସୁପ୍ରିମକୋର୍ଟରେ ପିଆଇଏଲ ଦାଖଲ ହୋଇଥିଲା। ଯାହାର ଶୁଣାଣି କରି କାଉନସେଲିଂ ଓ ପରୀକ୍ଷା ରଦ୍ଦ କରିବାକୁ ମନା କରିଥିଲେ…

ଧର୍ମେନ୍ଦ୍ରଙ୍କ ଗାଡ଼ିରେ ୩ ସ୍ବାଧୀନ…

ଓଏଲ୍‌ ବ୍ୟୁରୋ: କଳ୍ପନା ଜଳ୍ପନାର ଅନ୍ତ ଘଟିଲା। ଓଡ଼ିଶାକୁ ମିଳିଲା ୧୫ତମ ମୁଖ୍ୟମନ୍ତ୍ରୀ। ଓଡ଼ିଶାର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ହେଲେ ମୋହନ ମାଝୀ। ଏନେଇ ଆଜି ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତି ହୋଇଛି। କେନ୍ଦୁଝର ସଦର ବିଧାୟକ ମୋହନ ମାଝୀ ଓଡ଼ିଶାର ୧୫ ତମ ମୁଖ୍ୟମନ୍ତ୍ରୀ ଭାବେ ଆସନ୍ତାକାଲି…

ଓଡ଼ିଶାର ୩ କେନ୍ଦ୍ରମନ୍ତ୍ରୀଙ୍କୁ କେଉଁ…

ଓଏଲ୍‌ ବ୍ୟୁରୋ: ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶପଥ ନେବା ସହିତ ୭୧ ଜଣ ମନ୍ତ୍ରୀ ମଧ୍ୟ ଶପଥ ନେଇଥିଲେ। ମୋଦିଙ୍କ ୩.୦ ଟିମ୍‌ରେ ୩୦ ଜଣ କ୍ୟାବିନେଟ ମନ୍ତ୍ରୀଙ୍କ ବ୍ୟତୀତ ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂଆ ଟିମରେ ୫ ଜଣ ସ୍ୱାଧୀନ ଦାୟିତ୍ୱରେ ଥିବା ରାଷ୍ଟ୍ରମନ୍ତ୍ରୀ ଏବଂ ୩୬ ଜଣ…

‘ଶୀତଳଷଷ୍ଠୀ’ର ଶୁଭେଚ୍ଛା ଜଣାଇଲେ…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ପବିତ୍ର ଶୀତଳଷଷ୍ଠୀ। ଏହି ଅବସରରେ ସମ୍ବଲପୁର ଲୋକସଭା ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଏକ ଭିଡିଓ ଜାରି କରି ସମ୍ବଲପୁରୀ ଭାଷାରେ "ଶୀତଳଷଷ୍ଠୀ"ର ଶୁଭେଚ୍ଛା ଜଣାଇଛନ୍ତି। କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ଆଜି ଠାରୁ ଶୀତଳଷଷ୍ଠୀ ପର୍ବ ଆରମ୍ଭ ହେବା…