ଅଭିଯୋଗ ଭିତ୍ତିହୀନ: ଦିବ୍ୟଶଙ୍କର
ଭୁବନେଶ୍ୱର: ଜୁନାଗଡ଼ ଗଣଦୁଷ୍କର୍ମ ଘଟଣାରେ ବିଜେଡି ନେତାଙ୍କ ଲିଙ୍କ ଅଭିଯୋଗକୁ ଖଣ୍ଡନ କରିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର। ବିଜେପି ପକ୍ଷରୁ କରାଯାଇଥିବା ଅଭିଯୋଗକୁ ଭିତ୍ତିହୀନ ବୋଲି ଶ୍ରୀ ମିଶ୍ର କହିଛନ୍ତି। ଏହାଛଡ଼ା ଘଟଣାକୁ ରାଜନୀତିକରଣ କରାନଯାଉ ବୋଲି ସେ କହିଛନ୍ତି। ଏହା ଏକ…