ମୋ ସ୍କୁଲ ଅଭିଯାନ ରାଶିରେ ହେବ ଡିଜିଟାଲ…
ଭୁବନେଶ୍ବର: ମୋ ସ୍କୁଲ ଅଭିଯାନ ସହାୟତା ରାଶିରେ ବିଦ୍ୟାଳୟଗୁଡିକରେ ହେବ ଡିଜିଟାଲ କ୍ଲାସ ରୁମ। ସ୍କାର୍ଟ କ୍ଲାସ ରୁମ, ରୋବୋଟିକ୍ସ, ବିଲ୍ଡିଂ ଆଜ ଏ ଲର୍ଣ୍ଣିଂ ଏଡ ଭଳି ନୂଆ କାର୍ଯ୍ୟକ୍ରମ କରିବାକୁ ସ୍ଥିର ହୋଇଛି।
ଚଳିତ ବର୍ଷ ଠାରୁ ମୋ ସ୍କୁଲ ଅଭିଯାନ ମାଧ୍ୟମରେ ଷ୍ଟୁଡେଂଟ ଆଡପସନ କାର୍ଯ୍ୟକ୍ରମ ଆରମ୍ଭ…