କୋଲବ୍ଲକ ଆବଣ୍ଟନ ଦୁର୍ନୀତି ମାମଲା:…
ନୂଆଦିଲ୍ଲୀ: ଆଜି କୋଲବ୍ଲକ ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ କୋର୍ଟ ୩ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଏହି ରାୟ ସିବିଆଇର ଏକ ସ୍ୱତନ୍ତ୍ର କୋର୍ଟ ଶୁଣାଇଛନ୍ତି। ଝାରଖଣ୍ଡରେ ଏକ କୋଲବ୍ଲକ ଆବଣ୍ଟନ ବେଳେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାର…