WHOର ମହାନିର୍ଦ୍ଦେଶକଙ୍କୁ କରୋନା
ଜେନେଭା: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମହାନିର୍ଦ୍ଦେଶକଙ୍କୁ କରୋନା। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମହାନିର୍ଦ୍ଦେଶକ ଟେଡ୍ରୋସ୍ ଆଧାନୋମ୍ କରୋନାରେ ସଂକ୍ରମିତ ହୋଇଛନ୍ତି। ସେ ଜଣେ କରୋନା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡ଼ିଛି। ତେଣୁ ସେ ନିଜକୁ ସେଲ୍ଫ୍ କ୍ୱାରେଣ୍ଟିନରେ ରଖିଥିବା ନେଇ ରବିବାର…