କରୋନାରେ ଆକ୍ରାନ୍ତ ହେଲେ କେନ୍ଦ୍ର…
ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ୍ ନିଶଙ୍କ କରୋନା ଭାଇରସ୍ରେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ପୋଖରିୟାଲ୍ ନିଶଙ୍କ ନିଜେ ଟ୍ୱିଟ୍ କରି ଏ ସମ୍ୱନ୍ଧରେ ସୂଚନା ଦେଇଛନ୍ତି। ସେ ଟ୍ୱିଟ୍ କରି କହିଛନ୍ତି, ମୁଁ ଆପଣଙ୍କୁ ସୂଚିତ କରିଦେବାକୁ ଚାହୁଁଛି ଯେ ମୋର କରୋନା ରିପୋର୍ଟ…