ଖୁବଶୀଘ୍ର ହୋଇପାରେ ମନ୍ତ୍ରିମଣ୍ଡଳ…
ଓଏଲ୍ ବ୍ୟୁରୋ: ଭାରତୀୟ ଜନତା ପାର୍ଟିର ସରକାର ଓ ସଙ୍ଗଠନରେ ହେବାକୁ ଯାଉଛି ବଡ଼ ଅଦଳବଦଳ। ଖୁବଶୀଘ୍ର ଭାରତୀୟ ଜନତା ପାର୍ଟିକୁ ମିଳିବ ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ। ବିଭିନ୍ନ ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ଖବର ଅନୁଯାୟୀ ଆସନ୍ତା ରବିବାର ମଧ୍ୟରେ ବିଜେପିର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ନାମ ଘୋଷଣା…