ଆଜି ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ…
ଓଏଲ୍ ବ୍ୟୁରୋ: ୪ ଦିନିଆ ଓଡ଼ିଶା ଗସ୍ତରେ ମହାମହିମ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ସମୟରେ ଭୁବନେଶ୍ୱର ସମେତ ମୟୁରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ ସମ୍ବଲପୁର ଗସ୍ତ କରିବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ପାଇଁ କମିସନରେଟ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।…