ଦୁର୍ଗା ପୂଜା ପାଇଁ ହାଇକୋର୍ଟରେ…
କଟକ : ଚଳିତ ବର୍ଷ ଦୁର୍ଗା ପୂଜା ପାଇଁ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର କରାଯାଇଛି । ଏନେଇ କଟକ ବାଲୁବଜାର ପୂଜା କମିଟି ପକ୍ଷରୁ ଜନସ୍ବାର୍ଥ ମାମଲା ଦାଏର ହୋଇଛି । ଦୁର୍ଗାପୂଜା ପାଇଁ ଅନୁମତି ଦେବାକୁ ଆବେଦନରେ ଅନୁରୋଧ କରାଯାଇଛି। କୋଭିଡ୍ ଗାଇଡ୍ ଲାଇନ୍ ଆଧାରରେ ପୂଜା ପାଇଁ ଅନୁମତି ଦେବାକୁ…