ଆରମ୍ଭ ହେଲା ଇ-ଲେକଚର ବ୍ୟବସ୍ଥା, ମିଳିବ…
ଓଏଲ୍ ବ୍ୟୁରୋ: ଉଚ୍ଚଶିକ୍ଷା ସଂସ୍କାରରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ରାଜ୍ୟରେ ପ୍ରଥମ ଥର ପାଇଁ ଆରମ୍ଭ ହେଲା ଇ-ଲେକଚର ବ୍ୟବସ୍ଥା। ଏଥିରେ କଲେଜ ଓ ବିଶ୍ୱବିଦ୍ୟାଳୟର ୧୧ଟି ବିଷୟବସ୍ତୁ ଅପଲୋଡ କରାଯାଇଛି। ଏହା ଉତ୍କଳ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରସ୍ତୁତ କରାଯାଇଛି। ଭର୍ଚୁଆଲ ମାଧ୍ୟମରେ…