ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ…
ଓଏଲ୍ ବ୍ୟୁରୋ: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ ବଲିଉଡ ପ୍ରଯୋଜିକା ଏକତା କପୁର। ଓଡ଼ିଶା ସରକାର ଦି ସାବରମତୀ ରିପୋର୍ଟ ଚଳଚ୍ଚିତ୍ର ଉପରୁ ଟିକସ୍ ଛାଡ଼ କରିଥିବାରୁ ଧନ୍ୟବାଦ ଜଣାଇଛନ୍ତି ଏକତା କପୁର। ଏହା ସହ ଚଳଚ୍ଚିତ୍ର ଦେଖିବାକୁ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳ ସଦସ୍ୟଙ୍କୁ…