Odisha Link
Bridging the Missing Links in Odisha
Browsing Tag

Election

ନିର୍ବାଚନ ୨୦୨୪: ଗୋଟିଏ ଦିନରେ ପ୍ରକାଶ…

ଓଏଲ୍‌ ବ୍ୟୁରୋ: ସାଧାରଣ ନିର୍ବାଚନର ୩ ମାସ ପରେ ଅନୁଷ୍ଠିତ ହୋଇଥିଲା ହରିୟାଣା ଓ ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ। ଯାହାର ଫଳାଫଳ ପ୍ରକାଶ ପାଇ ସାରିଛି। ଏବେ ଆଉ ଦୁଇଟି ରାଜ୍ୟରେ ହେବ ବିଧାନସଭା ନିର୍ବାଚନ। ଯାହାର ଘୋଷଣା ଆଜି କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନ। ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ…

ବିଧାନସଭା ନିର୍ବାଚନ ଉପରେ ବିଜେପିର ନଜର,…

ଓଏଲ୍‌ ବ୍ୟୁରୋ: ସରିଛି ଲୋକସଭା ନିର୍ବାଚନ। କେନ୍ଦ୍ରରେ ତୃତୀୟ ଥର ପାଇଁ ଶାସନ ଗାଦିରେ ବସିଲେ ନରେନ୍ଦ୍ର ମୋଦି। ଲୋକସଭା ନିର୍ବାଚନ ସରୁ ସରୁ ଆକ୍ସନ ମୁଡରେ ଭାରତୀୟ ଜନତା ପାର୍ଟି। ଚଳିତ ବର୍ଷ ଶେଷ ଆଡ଼କୁ ଦେଶର କିଛି ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଯାହାକୁ ନଜରରେ ରଖି ଅଙ୍କକଷା ଆରମ୍ଭ…

ଦିଲ୍ଲୀ ରାଜନୀତି ହଲଚଲ, ଏନଡିଏର…

ଓଏଲ୍‌ ବ୍ୟୁରୋ: ଆସି ସାରିଛି ଲୋକସଭା ନିର୍ବାଚନ ଫଳାଫଳ। ଏନଡିଏ ଗରିଷ୍ଠତା ହାସଲ କରି ସାରିଥିଲେ ବି ଜାତୀୟ ରାଜନୀତି ହଲଚଲ। କାରଣ ବିଗତ ୨ ଥର ଲୋକସଭା ନିର୍ବାଚନରେ ବିଜେପି ନିଜେ ସଂଖ୍ୟା ଗରିଷ୍ଠତା ହାସଲ କରିଥିଲା କିନ୍ତୁ ଚଳିତ ନିର୍ବାଚନ ଫଳାଫଳରେ ବିଜେପି ମ୍ୟାଜିକ ନମ୍ବର ଛୁଇଁ ପାରି ନାହିଁ। ତେଣୁ…

ପ୍ରଥମ ପର୍ଯ୍ୟାୟ ନିର୍ବାଚନ: ୧୭ ସାଂସଦ…

ଓଏଲ୍‌ ବ୍ୟୁରୋ: ମେ' ୧୩ ତାରିଖରେ ଓଡ଼ିଶାରେ ହେବ ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏଥିପାଇଁ ସରିଛି ସମସ୍ତ ପ୍ରସ୍ତୁତି। ଏଥିପାଇଁ ସାରା ରାଜ୍ୟରେ ନିର୍ବାଚନୀ ତାତି। ସାରା ରାଜ୍ୟରେ ଆରମ୍ଭ ହୋଇଗଲାଣି ପ୍ରଚାର ପର୍ବ। ସବୁ ଦଳ ନିଜର କଳ, ବଳ ଓ କୌଶଳ ଖଟାଇ ଆରମ୍ଭ କଲେଣି ପ୍ରଚାର। ରାଜ୍ୟର ତିନି ରାଜନୈତିକ ଦଳର…

୪ର୍ଥ‌ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ…

ଓଏଲ୍‌ ବ୍ୟୁରୋ: ବିଜୁ ଜନତା ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ତୃତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ଆଜି ୯ ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି ନବୀନ ପଟ୍ଟନାୟକ। ଏଥିସହିତ ବାଲେଶ୍ବର ସାଂସଦ ପ୍ରାର୍ଥୀ ଭାବେ ବିଜୁ ଜନତା ଦଳ ଲେଖାଶ୍ରୀ…

ସୋନାଲିଙ୍କ ଘର ବାହୁଡ଼ା, କଂଗ୍ରେସର…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ବଢୁଥିବା ତାପମାତ୍ରର ପରି ରାଜ୍ୟ ରାଜନୀତିର ପାରା ମଧ୍ୟ ଦିନକୁ ଦିନ ଉଷ୍ମ ହେବାରେ ଲାଗିଛି। ନିର୍ବାଚନ ତାରିଖ ଯେତେ ପାଖଉଛି ନେତାଙ୍କ ଦଳବଦଳ ସେତେ ପରିମାଣର ବଢିବାରେ ଲାଗିଛି। ବିଶେଷ କରି ରାଜ୍ୟ ଠାରୁ କେନ୍ଦ୍ର ପର୍ଯ୍ୟନ୍ତ କଂଗ୍ରେସ ନେତାମାନେ ଦଳ ଛାଡି ଅନ୍ୟଦଳରେ ଯୋଗ…

ମାର୍ଚ୍ଚ ଦ୍ବିତୀୟ ସପ୍ତାହରେ ଘୋଷଣା ହେବ…

ଓଏଲ୍‌ ବ୍ୟୁରୋ: ଦେଶରେ ଗୋଟିଏ ଚର୍ଚ୍ଚା ନିର୍ବାଚନ..ନିର୍ବାଚନ..ନିର୍ବାଚନ। କେବେ ହେବ ନିର୍ବାଚନ। ଏସବୁ ଚର୍ଚ୍ଚା ମଧ୍ୟରେ ସାମ୍ନାକୁ ଆସିଛି ବଡ଼ ଖବର। ମାର୍ଚ୍ଚ ଦ୍ବିତୀୟ ସପ୍ତାହରେ ଲୋକସଭା ନିର୍ବାଚନର ତାରିଖ ଘୋଷଣା କରିପାରନ୍ତି ନିର୍ବାଚନ ଆୟୋଗ। ବିଶେଷ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ ମାର୍ଚ୍ଚ…

ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା…

ଓଏଲ୍‌ ବ୍ୟୁରୋ: ଓଡ଼ିଶାର ଖାଲି ପଡୁଥିବା ୩ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ। ୧୫ଟି ରାଜ୍ୟ ପାଇଁ ତାରିଖ ଘୋଷଣା ହୋଇଛି। ଏନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଫେବ୍ରୁଆରୀ ୧୫ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ରଖାଯାଇଛି। ଫେବ୍ରୁଆରୀ ୧୬ରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ। ଆସନ୍ତା ୨୦ ସୁଦ୍ଧା…

ତିନୋଟି ରାଜ୍ୟରେ ଜିତିଲା ବିଜେପି, ଏବେ…

ଓଏଲ୍‌ ବ୍ୟୁରୋ: ୨୦୨୪ ଫାଇନାଲ ନିର୍ବାଚନ ପୂର୍ବରୁ ଆସିଗଲା ସେମିଫାଇନାଲ ଫଳାଫଳ। ଆଜି ମଧ୍ୟପ୍ରଦେଶ, ରାଜସ୍ଥାନ, ତେଲେଙ୍ଗାନା ଓ ଛତିଶଡର ବିଧାନସଭା ନିର୍ବାଚନର ଫଳାଫଳ ଆସିଯାଇଛି। ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଛତିଶଗଡ଼ରେ ଭାରତୀୟ ଜନତା ପାର୍ଟି ବିଜୟୀ ହୋଇଥିବା ବେଳେ ତେଲେଙ୍ଗାନାରେ କଂଗ୍ରେସ ସରକାର…

ଜଟଣୀରୁ ଲଢ଼ିବେ ମନ୍ମଥ

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଆଗାମୀ ନିର୍ବାଚନକୁ ନଜରରେ ରଖି ବିଭିନ୍ନ ରାଜନୈତିକ ଦଳ ନିଜର ଗୋଟି ଚାଳନା ଆରମ୍ଭ କଲେଣି। ତେବେ ଏହାରି ମଧ୍ୟରେ ଏକ ବଡ ଖବର ସାମ୍ନାକୁ ଆସିଛି। ସୁର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଯାହା ରାଜ୍ୟ ରାଜନୀତିରେ…