୧୦ ହଜାର ମେଗା ୱାଟ୍ ପାଇଁ ରୋଡମ୍ୟାପ୍…
ଓଏଲ୍ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ରାଜ୍ୟରେ ବିଦ୍ୟୁତ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି ସମୀକ୍ଷାରେ ଶକ୍ତି ବିଭାଗ ଉପରେ ନ୍ୟସ୍ତ ଥିବା ଶକ୍ତି ଉତ୍ପାଦନ, ବିଦ୍ୟୁତ ସରବରାହ ଓ ବଣ୍ଟନ ବ୍ୟବସ୍ଥା ଉପରେ ବିଷଦ ଆଲୋଚନା ହୋଇଥିଲା। ଆଲୋଚନାରୁ ଜଣାଯାଇଛି…