ଓଡ଼ିଶା ଗଢ଼ିବ ବୈଦ୍ୟୁତିକ ଯାନ, ନରାଜରେ…
ଓଏଲ୍ ବ୍ୟୁରୋ: ଖୁବଶୀଘ୍ର ଇ-ଯାନ ଏବଂ ଯନ୍ତ୍ରାଂଶ ଉତ୍ପାଦନର ହବ୍ ପାଲଟିବ ଓଡ଼ିଶା। ପ୍ରଥମ ଥର ପାଇଁ ଓଡ଼ିଶାରେ ବିଦ୍ୟୁତ୍ଚାଳିତ ଯାନ ବା ଇଲେକ୍ଟ୍ରିକ୍ ଭେହିକିଲ୍ (ଇଭି) କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି। କଟକର ନରାଜରେ ଉତ୍ପାଦିତ ହେବ ବୈଦ୍ୟୁତିକ ଯାନ (ଇ-ଯାନ)। ପାରାଦୀପରେ ତମ୍ବା ସ୍ମେଲଟର୍…