ବିଦାୟ ନେଲେ ଜଷ୍ଟିସ୍ ଚନ୍ଦ୍ରଚୂଡ଼,…
ଓଏଲ୍ ବ୍ୟୁରୋ: ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ୱାଇ ଚନ୍ଦ୍ରଚୂଡ଼ଙ୍କର ଆଜି ଶେଷ କାର୍ଯ୍ୟଦିବସ ଥିଲା। ଶେଷ ଦିବସରେ ଅବସରକାଳୀନ ବାର୍ତ୍ତା ବେଳେ ଭାବବିହ୍ୱଳ ହୋଇଛନ୍ତି ପ୍ରଧାନ ବିଚାରପତି। ସେ କହିଛନ୍ତି, କାଲିଠାରୁ ମୁଁ ଆଉ ନ୍ୟାୟ ପ୍ରଦାନ କରିପାରିବି ନାହିଁ। କିନ୍ତୁ ଏତିକିରେ ମୁଁ…