ଅଭିନେତା ନାଗାର୍ଜୁନଙ୍କ ଫାର୍ମହାଉସ୍ରୁ…
ହାଇଦ୍ରାବାଦ: ଲୋକପ୍ରିୟ ତେଲୁଗୁ ସୁପର୍ଷ୍ଟାର୍ ନାଗାର୍ଜୁନଙ୍କ ଫାର୍ମ ହାଉସ୍ରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ପୁଲିସ୍ଠାରୁ ମିଳିଥିବା ସୂଚନା ଅନୁଯାୟୀ, ବୁଧବାର ଅପରାହ୍ଣରେ ନାଗାର୍ଜୁନ କିଛି ବିଶେଷଜ୍ଞଙ୍କୁ ଉକ୍ତ ଫାର୍ମହାଉସ୍ର ଜମିରେ କେଉଁ ପ୍ରକାର ଫସଲ କଲେ ଭଲ ହେବ…