ମିଥୁନଙ୍କ ପୁଅ ନାଁରେ ଦୁଷ୍କର୍ମ ଅଭିଯୋଗ
ମୁମ୍ବାଇ: ବଲିଉଡ୍ର ବରିଷ୍ଠ ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କ ପୁଅ ବିରୋଧରେ ଆସିଛି ଦୁଷ୍କର୍ମ ଅଭିଯୋଗ। ପୁଅ ମହାଅକ୍ଷୟଙ୍କ ବିରୋଧରେ ଦୁଷ୍କର୍ମ ମାମଲା ରୁଜୁ ହୋଇଛି। ଜଣେ ଅଭିନେତ୍ରୀଙ୍କୁ ୩ ବର୍ଷରୁ ଅଧିକ ସମୟ ଧରି ଦୁଷ୍କର୍ମ କରିବା ଓ ତାଙ୍କ ଗର୍ଭପାତ କରିବା ପାଇଁ ବାଧ୍ୟ କରାଇଥିବା ମାମଲାରେ ତାଙ୍କ…