Odisha Link
Bridging the Missing Links in Odisha
Browsing Tag

Fire breaks out

ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ରେ ଅଗ୍ନିକାଣ୍ଡ

ପୁଣେ: ପୁଣେ ସ୍ଥିତ ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ରେ ନିଆଁ।‌ ଇନ୍‌ଷ୍ଟିଚ୍ୟୁଟର ନୂଆ ବିଲଡ଼ିଂ ଟର୍ମିନାଲ -୧ ରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ କାରଣରୁ ସମଗ୍ର ପରିବେଶ ଧୂଆଁମୟ ହୋଇଯାଇଛି। ତେବେ ଅଗ୍ନିକାଣ୍ଡର କାରଣ ଏଯାବତ ସ୍ପଷ୍ଟ ହୋଇ ନାହିଁ। ନିଆଁକୁ ଆୟତ୍ତ କରିବାକୁ ଅଗ୍ନିଶମ ବାହିନୀର ଉଦ୍ୟମ ଜାରି…

ଚାନ୍ଦବାଲିରେ ଭୟାବହ ଅଗ୍ନିକାଣ୍ଡ,…

ଚାନ୍ଦବାଲି: ଭଦ୍ରକ ଜିଲ୍ଲା ଚାନ୍ଦବାଲି ଅଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ। ଏହି ଅଗ୍ନିକାଣ୍ଡରେ ୩୦ ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି। ଅଗ୍ନିକାଣ୍ଡ ସମ୍ପର୍କରେ ଦମକଳ ବାହିନୀ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ସୂଚନା ମୁତାବକ, ଚାନ୍ଦବାଲିର ଶାସ୍ତ୍ରୀନଗର…

୨ ଟାୟାର ଗୋଦାମରେ ଅଗ୍ନିକାଣ୍ଡ

ରାଉରକେଲା: ଟାୟାର ଗୋଦାମରେ ନିଆଁ। ଗତକାଲି ବିଳମ୍ବିତ ରାତିରେ ରାଉରକେଲା ୨୧ ନମ୍ବର ସେକ୍ଟର ନିକଟରେ ଥିବା ରହମତ ନଗର ବସ୍ତିରେ ଦୁଇଟି ଟାୟାର ଗୋଦାମରେ ନିଆଁ ଲାଗିଯାଇଥିଲା। ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ଭସ୍ମୀଭୂତ ହୋଇଯାଇଛି। ଅଗ୍ନିଶମ ବାହିନୀ ଏବଂ ପୁଲିସ୍‌ ତ୍ୱରିତ ପଦକ୍ଷେପ ଯୋଗୁ…

ହାଟରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୫୦ରୁ…

ଜଗତସିଂହପୁର: ସୋମନାଥ ହାଟରେ ଭୟାବହ ଅଗ୍ନିକାଣ୍ଡ। ଅଗ୍ନିକାଣ୍ଡରେ ପାଖାପାଖି ୫୦ରୁ ଊର୍ଦ୍ଧ୍ୱ ପିଣ୍ଡି ଜଳି ଭସ୍ମୀଭୂତ ହୋଇଯାଇଛି। ଅଗ୍ନିକାଣ୍ଡ କାରଣ ସ୍ପଷ୍ଟ ହୋଇନଥିବା ବେଳେ କିଛି ଅସାମାଜିକ ଯୁବକମାନେ ସିଗାରେଟ, ବିଡ଼ି କିମ୍ବା ଗଞ୍ଜେଇ ସେବନ କରୁଥିବା ବେଳେ ଏହାର ନିଆଁରେ ଏଭଳି ଭୟାବାହ…

ଦିଲ୍ଲୀରେ ଭୟାବହ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଭୟାବହ ଅଗ୍ନିକାଣ୍ଡ। ଦିଲ୍ଲୀର ଏକ କାରଖାନାରେ ଗତକାଲି ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ନେଇ ଜଣାପଡ଼ଇଛି। ନାଗଲୋଇ ଅଞ୍ଚଳ ନରେଶ ପାର୍କର ଏକ କାରଖାନାରେ ଏହି ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ଖବର ପାଇ ନିଆଁକୁ ଆୟତ୍ତ କରିବାକୁ ୧୩ଟି ଅଗ୍ନିଶମ ବାହିନୀ…