ରାଜଧାନୀରେ ବନ୍ୟାଜଳ
ଓଏଲ୍ ବ୍ୟୁରୋ: ରାଜ୍ୟର ପ୍ରାୟ ୧୦ଟି ଜିଲ୍ଲାରେ ବନ୍ୟାସ୍ଥିତି। ଏସବୁ ମଧ୍ୟରେ ରାଜଧାନୀ ଭୁବନେଶ୍ବରରେ ମଧ୍ୟ ପଶିଲା ବନ୍ୟାଜଳ। ରାଜଧାନୀ ଉପକଣ୍ଠ ବାଲିପାଟଣା ଓ ସୁନ୍ଦରପଦା ଅଞ୍ଚଳରେ ବନ୍ୟାଜଳ ପଶିବା ଯୋଗୁ ଲୋକେ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି। ଭୁବନେଶ୍ୱର ଉପକଣ୍ଠ ସୁନ୍ଦରପଦା ଅଞ୍ଚଳରେ ଦୟାନଦୀର ପଛୁଆ…