ପୁଣି ବଢ଼ିଲା ତୈଳଦର
ଭୁବନେଶ୍ବର: ଆଜି ଦେଶରେ ପୁଣି ତେଲଦର ବୃଦ୍ଧି ପାଇଛି। ପେଟ୍ରୋଲ ଲିଟର ପିଛା ୨୯ ପଇସା ଓ ଡିଜେଲ ଲିଟର ପିଛା ୩୦ ପଇସା ବୃଦ୍ଧି ପାଇଛି। ଓଡ଼ିଶାର ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଜପତି ଓ କଳାହାଣ୍ଡିରେ ପେଟ୍ରୋଲ ଲିଟର ପିଛା ମୂଲ୍ୟ ୧୦୦ ଟଙ୍କା ଟପିଯାଇଛି।
ଏହି ବୃଦ୍ଧି ପରେ ଦିଲ୍ଲୀରେ ପେଟ୍ରୋଲ…