ଗଞ୍ଜାମରେ ହେବନି ଗଣେଶ ପୂଜା
ଗଞ୍ଜାମ: କରୋନା ମହାମାରୀ ଯୋଗୁଁ ଚଳିତ ବର୍ଷ ଗଞ୍ଜାମରେ ହେବନି ଗଣେଶ ପୂଜା। ପୂଜା ଉପରେ ରୋକ ଲାଗାଇଛନ୍ତି ଗଞ୍ଜାମ ଜିଲ୍ଲାପାଳ। ଏନେଇ ଜିଲ୍ଲାପାଳ ଟୁଇଟ୍ କରି ସୂଚନା ଦେଇଛନ୍ତି। ଅତି ଜରୁରୀ କାମ ନଥିଲେ ଘରୁ ନ ବାହାରିବାକୁ ଲୋକଙ୍କୁ ପରାମର୍ଶ ଦେବା ସହ କରୋନା ସଂକ୍ରମଣ ରୋକିବାକୁ ଲୋକଙ୍କ ସହଯୋଗ…