ଫାଟିଲା ଗ୍ୟାସ୍ ଟାଙ୍କି, ସ୍ୱାମୀ ଓ…
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ହରିପୁର ଗାଁରେ ରୋଷେଇ ଗ୍ୟାସ ଟାଙ୍କି ଫାଟି ସ୍ୱାମୀ ଓ ସ୍ତ୍ରୀ ପୋଡ଼ି ହୋଇ ଗୁରୁତର ହୋଇଥିବାର ଖବର ଚାଞ୍ଚଲ୍ୟ ଖେଳାଇ ଦେଇଛି ।
ମିଳିଥିବା ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ ଅନ୍ତର୍ଗତ ନୂଆଗଡ଼ ପଞ୍ଚାୟତର ହରିପୁର ଗାଁରେ ଗତକାଲି ବିଳମ୍ବିତ…