କାଲି ରାଜ୍ୟର ସବୁ ସରକାରୀ ଅଫିସ ବନ୍ଦ…
ଭୁବନେଶ୍ବର: ଆସନ୍ତାକାଲି ରାଜ୍ୟର ସବୁ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ଭାରତ ବନ୍ଦକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ତେବେ ଏହି ସମୟରେ ସମସ୍ତ ଅତ୍ୟାବଶ୍ୟକ ଜରୁରୀ ସରକାରୀ ସେବା ଜାରି ରହିବ ।
ସୂଚନାଅନୁସାରେ, ନୂଆ କୃଷି ଆଇନକୁ ବିରୋଧ କରି ଚାଲିଥିବା କୃଷକ ଆନ୍ଦୋଳନ…