୬ ମିନିଟ୍ରେ ନୟାପଲ୍ଲୀରୁ ଏୟାରପୋର୍ଟ…
ଭୁବନେଶ୍ୱର: ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ଏକ ଘରୋଇ ହସ୍ପିଟାଲ୍ରୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦର ଯାଏ ଗ୍ରୀନ୍ କରିଡର୍ରେ ଗଲା ଆମ୍ବୁଲାନ୍ସ। ଜଣେ ଗୁରୁତର ରୋଗୀଙ୍କୁ ଚିକିତ୍ସା ପାଇଁ ହାଇଦ୍ରାବାଦ ନିଆଯିବା ଲାଗି ଭୁବନେଶ୍ୱରରେ ଏହି ଗ୍ରୀନ୍ କରିଡର୍ ହୋଇଥିଲା।
ନୟାପଲ୍ଲୀ, ସିଆରପି,…