ସବୁଜ ପ୍ରଯୁକ୍ତିକୁ ନେଇ ସୋଆ ପକ୍ଷରୁ ୨…
ଭୁବନେଶ୍ବର: ଇଲେକ୍ଟ୍ରିକାଲ୍ ପାୱାର ଇଞ୍ଜିନିୟରିଂ, ଆଡଭାନ୍ସଡ କମ୍ପ୍ୟୁଟିଙ୍ଗ୍ ଏବଂ କମ୍ୟୁନିକେସନ୍ ଇଞ୍ଜିନିୟରିଂ ସମ୍ପର୍କରେ ବିସ୍ତୃତ ଆଲୋଚନା କରିବା ନିମନ୍ତେ ବିଶ୍ୱର ବିଭିନ୍ନ ପ୍ରାନ୍ତର ବିଶେଷଜ୍ଞମାନେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) ପକ୍ଷରୁ ଅନ୍ଲାଇନ୍ ମାଧ୍ୟମରେ ଆୟୋଜିତ…