ସିଆରପିଏଫ ଯବାନଙ୍କ ଉପରକୁ ଗ୍ରେନେଡ ମାଡ଼
ଶ୍ରୀନଗର: ଆଜି ଶ୍ରୀନଗରରେ କବଦରା ଅଞ୍ଚଳରେ ସିଆରପିଏଫ ଯବାନଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ସିଆରପିଏଫ ଯବାନଙ୍କ ଏକ ପାଟ୍ରୋଲିଂ ଟିମ୍ ଉପରକୁ ଆତଙ୍କବାଦୀମାନେ ଗ୍ରେନେଡ ମାଡ଼ କରିଛନ୍ତି। ଏହି ଘଟଣାରେ ଜଣେ ସ୍ଥାନୀୟ ନାଗରିକ ଆହତ ହୋଇଥିବା ବେଳେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣା…