ଜିଏସଟି ଫାଙ୍କିବା ଅଭିଯୋଗରେ ଟ୍ରକ୍କୁ…
କଳାହାଣ୍ଡି: ଜିଏସଟି ଫାଙ୍କିବା ଅଭିଯୋଗରେ ହାରଭେଷ୍ଟର ବୋଝେଇ ଟ୍ରକକୁ ଫାଇନ୍ । ୫ ଲକ୍ଷ ୯୦ ହଜାର ଟଙ୍କା ଫାଇନ ଆଦାୟ କଲେ ବାଣିଜ୍ୟକର ବିଭାଗ ଏନଫୋର୍ସମେଣ୍ଟ ଟିମ୍ ।
ସୋନପୁରରୁ ଆନ୍ଧ୍ରପ୍ରଦେଶର ରାଜ ମହେଦ୍ରୀ ଯାଉଥିବା ବେଳେ ଜୁନାଗଡ଼ ବଳଦିଆମାଲ ନିକଟରୁ ଟ୍ରକ୍ ଜବତ ହୋଇଥିଲା । ଯାଞ୍ଚ ବେଳେ ୨୪ ଲକ୍ଷ…