ଗୁଜରାଟ ମୁଖ୍ୟମନ୍ତ୍ରୀ କରୋନା ଆକ୍ରାନ୍ତ
ଗୁଜରାଟ: ସାରା ଦେଶରେ କରୋନା ସଂକ୍ରମଣ କମୁଥିବା ବେଳେ ଟିକାକରଣ ମଧ୍ୟ ଚାଲିଛି। ଏହାରି ମଧ୍ୟରେ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣି କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି। ଅହମଦାବାଦର ୟୁ.ଏନ ମେହତା ହସ୍ପିଟାଲରେ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣିଙ୍କୁ ଭର୍ତ୍ତି କରାଯାଇଛି। ଏବେ ବିଜୟଙ୍କ ସ୍ୱାସ୍ଥ…