ଗୁପ୍ତେଶ୍ବର ପୀଠର ହେବ ରୂପାନ୍ତର
ଓଏଲ୍ ବ୍ୟୁରୋ: ଓଡ଼ିଶାର ପ୍ରସିଦ୍ଧ ଶୈବ ପୀଠ ଗୁପ୍ତେଶ୍ବରର ମନ୍ଦିରର ହେବ ରୂପାନ୍ତର। କୋରାପୁଟ ଜିଲ୍ଲାର ପ୍ରସିଦ୍ଧ ଗୁପ୍ତେଶ୍ବର ପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏଥିରେ ପୀଠର ସର୍ବାଙ୍ଗୀନ ଉନ୍ନତି କରାଯାଇ ଏହାକୁ ଓଡ଼ିଶାର ଅନ୍ୟତମ ପ୍ରମୁଖ…