SI ପରୀକ୍ଷା ପ୍ରଶ୍ନପତ୍ର ଲିକ୍
ଗୌହାଟି: ଆସାମରେ ପୋଲିସ୍ ସବ୍-ଇନ୍ସପେକ୍ଟର(SI) ନିଯୁକ୍ତି ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ । ଆସାମ ପୁଲିସ ୫ ଜଣଙ୍କୁ ଗିରଫ କରିଛି। ଡକ୍ୟୁମେଣ୍ଟ ଏବଂ ଡିଜିଟାଲ୍ ପ୍ରମାଣପତ୍ର ମଧ୍ୟ ଜବତ କରାଯାଇଛି। ପ୍ରଶ୍ନପତ୍ର ଲିକ୍ର ମୁଖ୍ୟ ଅଭିଯୁକ୍ତକୁ ଶୀଘ୍ର ଗିରଫ କରାଯିବ ବୋଲି ଆସାମ ପୁଲିସ ଡିଜି ଭାସ୍କର…