ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି
ଭୁବନେଶ୍ବର: ଆଜି ମହାବିଷୁବ ପଣାସଂକ୍ରାନ୍ତି। ହିନ୍ଦୁ ପରମ୍ପରାରେ ମହାବିଷୁବ ସଂକ୍ରାନ୍ତିକୁ ଓଡ଼ିଆ ନବବର୍ଷ ରୂପରେ ମଧ୍ଯ ଏକ ପାଳନ କରାଯାଏ। ଏହି ଦିନ ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ଆଜି ବର୍ଷର ପ୍ରଥମଦିନ ହୋଇଥିବାରୁ ଆଜିର ଦିନକୁ ନବବର୍ଷ ବୋଲି ଧରାଯାଏ।
ଏକ ଛୋଟ ମାଠିଆରେ ପଣା ରଖି ତୁଳସୀ ଚଉରା…