ବାତ୍ୟା ପାଇଁ ସ୍ୱାସ୍ଥ୍ୟ ବିଭାଗ…
ଭୁବନେଶ୍ବର: ସ୍ଥଳଭାଗ ମୁହାଁ ହେଉଛି ବାତ୍ୟା ୟଶ। ଆସନ୍ତା ୨୬ ତାରିଖ ଦ୍ୱିପ୍ରହରରେ ପାରାଦୀପ-ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ। ବାତ୍ୟା ୟଶ ଏବେ ପାରାଦୀପ ଠାରୁ ୫୦୦ କିମି ଦୂରରେ ରହିଛି। ଏବେ ସମୁଦ୍ରରେ ପବନର ବେଗ ୬୫ରୁ ୮୫ କିମି ଭିତରେ ରହିଛି। ଆସନ୍ତାକାଲି ଅତି ଭୀଷଣରେ ପରିଣତ ହେବ। ତେବେ…