ନବ ଦାସ ହତ୍ୟାକାଣ୍ଡ : ଚୌଦ୍ୱାର ଜେଲ୍…
ଓଏଲ୍ ବ୍ୟୁରୋ : ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାର ଦୁଇ ସପ୍ତାହେ ସରିଥିଲେ ମଧ୍ୟ ହତ୍ୟାର କାରଣ ବର୍ତମାନ ସୁଦ୍ଧା ସାମ୍ନାକୁ ଆସିପାରିନାହିଁ। ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସକୁ ଗିରଫ କରାଯାଇ ତଦନ୍ତ ଜାରି କରିଛି କ୍ରାଇମବ୍ରାଞ୍ଚ। ତେବେ ନବ ଦାସଙ୍କ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋପାଳକୁ…