ଓଡ଼ିଶାରେ ବଢୁଛି ଦୈନିକ ସଂକ୍ରମଣ ହାର:…
ନୂଆଦିଲ୍ଲୀ: ଦେଶରେ ଗତ ଦୁଇ ଦିନ ହେଲା କରୋନା ସଂକ୍ରମଣ ହାରରେ ହ୍ରାସ ପରିଲକ୍ଷିତ ହୋଇଛି। କିନ୍ତୁ ଏହା ଏକ ପ୍ରାରମ୍ଭିକ ଟ୍ରେଣ୍ଡ୍ ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ଯ଼ୁଗ୍ମ ସଚିବ ଲବ ଅଗ୍ରଓ୍ବାଲ କହିଛନ୍ତି। ଦେଶର ୧୩ଟି ରାଜ୍ୟରେ ୧ ଲକ୍ଷରୁ ଅଧିକ ସକ୍ରିୟ ମାମଲା, ୬ଟି ରାଜ୍ୟରେ ୫୦ ହଜାରରୁ ୧…