Odisha Link
Bridging the Missing Links in Odisha
Browsing Tag

Heat Wave odisha

ଓଡ଼ିଶା: ଅଂଶୁଘାତରେ ଗଲାଣି ୪୧ ଜୀବନ

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ମୌସୁମୀ ବାୟୁ ପହଁଞ୍ଚି ସାରିଥଲେ ସୁଦ୍ଧା ଏବେ ଗ୍ରୀଷ୍ମ ପ୍ରବାହ ଲାଗି ରହିଛି। ସମଗ୍ର ଓଡ଼ିଶାରେ ମୌସୁମୀ ବାୟୁ ଛୁଇଁ ନଥିବା ବେଳେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେଉଛି। ରାଜ୍ୟରେ ଚଳିତ ବର୍ଷ ଏଯାବତ୍ ଅଂଶୁଘାତରେ ୪୧ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱତନ୍ତ୍ର ରିଲିଫ କମିଶନର (ଏସ୍‌ଆରସି)…

ଗ୍ରୀଷ୍ମ ପ୍ରବାହ ନେଉଛି ଜୀବନ: ଦେଶରେ…

ଓଏଲ୍‌ ବ୍ୟୁରୋ: ଗୁରୁବାର କେରଳ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ।ଅନ୍ୟପଟେ ଦେଶର କିଛି ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଯାହାରି ଫଳରେ ଏପର୍ଯ୍ୟନ୍ତ ୨୭୦ରୁ ଅଧିକ ଲୋକଙ୍କ ଜୀବନ ଗଲାଣି। ଉତ୍ତର ପ୍ରଦେଶରେ ସର୍ବାଧିକ ୧୬୨, ବିହାରରେ ୬୫ ଓ ଓଡ଼ିଶାରେ ୪୧ ଜଣଙ୍କର ଜୀବନ ଗଲାଣି।…

ବୌଦ୍ଧ ରାଜ୍ୟର ସବୁଠୁ ଉତ୍ତପ୍ତ ସହର,…

ଓଏଲ୍‌ ବ୍ୟୁରୋ: କିଛି ଦିନର ବିରତି ପରେ ରାଜ୍ୟକୁ ପୁଣି ଫେରିଲା ତାତି। ୪୫ ଡିଗ୍ରୀ ଟପିଲା ଦିନର ତାପମାତ୍ରା। ଏନେଇ ଏକ୍ସରେ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ। ବିଶେଷ ଭାବେ ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ତାତି ପରିଲିକ୍ଷିତ ହୋଇଛି। ସେହିପରି ଉପକୂଳରେ ଅସହ୍ୟ ଗୁଳୁଗୁଳି ଅନୁଭୂତ…