ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ, ୭…
ଓଏଲ୍ ବ୍ୟୁରୋ: ପୁଣି ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଓ ତତସଲଗ୍ନ ବାଂଲାଦେଶ ଉପକୂଳ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା କରାଯାଉଛି। ଲଘୁଚାପ ପ୍ରଭାବରେ ୨୮ରୁ ୩୧ ତାରିଖ ଯାଏଁ…