ବର୍ଷା: ୧୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଆହୁରି ୨ ଦିନ ବର୍ଷା ହେବ। ୭ ତାରିଖ ବେଳକୁ ବର୍ଷାର ପରିମାଣ କମିବା ଆରମ୍ଭ ହେବ। ୯ ତାରଖରେ ଆଉ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଉତ୍ତର-…