Odisha Link
Bridging the Missing Links in Odisha
Browsing Tag

Heavy Rain fall

ଆସନ୍ତା ୨ ଦିନ ଯାଏ ରାଜ୍ୟରେ ପ୍ରବଳ…

ଭୁବନେଶ୍ୱର: ପଶ୍ଚିମବଙ୍ଗ ଏବଂ ଏହାର ପଡ଼ୋଶୀ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଏକ ଘର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨ ଦିନ ଯାଏ ରାଜ୍ୟର ପ୍ରାୟ ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଜାରି…

୨୮ ଯାଏ ବର୍ଷିବ, ୧୧ ଜିଲ୍ଲାକୁ ରେଡ୍…

ଭୁବନେଶ୍ୱର: ରାଜ୍ୟରେ ଆହୁରି ୩ ଦିନ ଯାଏ ଲାଗି ରହିବ ବର୍ଷା। ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କାରଣରୁ ଆସନ୍ତା ୩ ଦିନ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜିଠୁ ଉପକୂଳ ଏବଂ ଉତ୍ତର ଓଡ଼ିଶାର ୧୧ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଭାରତୀୟ…

ବର୍ଷା ବିତ୍ପାତରେ ୫ ମୃତ

ଭୁବନେଶ୍ଵର: ରାଜ୍ୟରେ ଲଘୁଚାପ ପ୍ରଭାବରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି ମଧ୍ୟ ଉପୁଜିଛି। ଏହି ବର୍ଷା ବିତ୍ପାତରେ ରାଜ୍ୟରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ସ୍ପଷ୍ଟ କରିଛନ୍ତି ଏସଆରସି ପ୍ରଦୀପ ଜେନା। ମୃତକଙ୍କ ମଧ୍ୟରେ…

ଆହୁରି ବର୍ଷିବ, ୫ ଜିଲ୍ଲାକୁ ରେଡ୍‌…

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ୫ ଜିଲ୍ଲାକୁ ରେଡ୍‌ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, ଦେବଗଡ଼କୁ ରେଡ୍‌ ଓ୍ବାର୍ଣ୍ଣିଂ ଜାରି କରିଛି ପାଣି ପାଗ ବିଭାଗ। ରେଡ୍‌ ଓ୍ବାର୍ଣ୍ଣିଂ ଜିଲ୍ଲାରେ…

ରାଜ୍ୟରେ ଲାଗି ରହିଛି ବର୍ଷା, ୧୨…

ଭୁବନେଶ୍ୱର : ଉତ୍ତର-ପୂର୍ବ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ପଶ୍ଚିମ ଦିଗରେ ଗତି କରିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଲଘୁଚାପ ପ୍ରଭାବରେ ଆଜି ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼,…

୨୫ ଯାଏଁ ଭିଜିବ ଓଡ଼ିଶା, ଆଲର୍ଟ ଜାରି

ଭୁବନେଶ୍ବର: ଲଘୁଚାପରେ ପରିଣତ ହୋଇଛି ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ଫଳରେ ଏହା ପ୍ରଭାବରେ ଆଜି ତିନୋଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ ଓ ଗଜପତି। ଏହାସହ ୫ଟି ଜିଲ୍ଲା ଗଞ୍ଜାମ, ରାୟଗଡ଼ା, ପୁରୀ, କନ୍ଧମାଳ ଓ ନବରଙ୍ଗପୁର ଜିଲ୍ଲାରେ…

ବିହାରରେ ୧୦୨ ବର୍ଷର ରେକର୍ଡ ଭାଙ୍ଗିଲା…

ପାଟନା: ଦେଶରେ ବେଶ୍‌ କିଛିଦିନ ହେବ ଲଗାଣ ବର୍ଷା ଲାଗି ରହିଛି। ଯାହାଫଳରେ ଦେଶର ବିଭିନ୍ନ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବିହାରରେ ସ୍ଥିତି ଏବେ ଗମ୍ଭୀର ରହିଛି। ଏହି ବନ୍ୟାରେ ଏଯାବତ୍ ୨୯ ଲୋକଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଚଳିତ ମାସ ଶେଷ ସମୟରେ ବିହାରରେ ଯେଉଁ ବର୍ଷା ହୋଇଛି…

ଗଞ୍ଜାମ ଜିଲ୍ଲାର ସବୁ ସ୍କୁଲ ଛୁଟି ଘୋଷଣା

ଗଞ୍ଜାମ: ସାରା ରାଜ୍ୟରେ ୨ଦିନ ହେବ ପ୍ରବଳ ବର୍ଷା ଲାଗି ରହିଛି। ଘୂର୍ଣ୍ଣିବଳୟ ଯୋଗୁ ସାରା ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ବର୍ଷାକୁ ନଜରରେ ରଖି ଆଜି ଗଞ୍ଜାମ ଜିଲ୍ଲା ପ୍ରଶାସନ ଜିଲ୍ଲାର ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି। କିନ୍ତୁ ସ୍କୁଲରେ ଶିକ୍ଷକମାନଙ୍କୁ ଉପସ୍ଥିତ ରହିବାକୁ…