Odisha Link
Bridging the Missing Links in Odisha
Browsing Tag

Heavy Rain

ବର୍ଷା ଆଶଙ୍କା: ୪ ଜିଲ୍ଲାକୁ ୟେଲୋ…

ଭୁବନେଶ୍ବର: ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତତ୍‌ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ସଂପୃକ୍ତ ଅଞ୍ଚଳରେ ଏକ ‘ୱେଲ ମାର୍କଡ୍‌ ଲୋ ପ୍ରେସର ଏରିଆ’ରେ ପରିଣତ ହୋଇଛି। ଏହା କ୍ରମଶଃ ଏକ ଘୂର୍ଣ୍ଣିବଳୟରେ ରୂପାନ୍ତରିତ ହୋଇ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରୁଛି।…

୬ ରୁ ରାଜ୍ୟରେ ପୁଣି ବର୍ଷା

ଭୁବନେଶ୍ବର: ଆସନ୍ତା ୬ ତାରିଖରୁ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ମଧ୍ୟାହ୍ନ ସୁଦ୍ଧା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ମାଲକାନଗିରି, କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ଉପକୂଳ ଓ ଆଭ୍ୟନ୍ତରୀଣ…

ଆଉ ଏକ ଲଘୁଚାପ, ୨୬ ଯାଏଁ ବର୍ଷା

ଭୁବନେଶ୍ୱର : ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ରବିବାର ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା…

ଆହୁରି ବର୍ଷିବ,୯ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ରୁ ଉର୍ଦ୍ଧ୍ବ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ କେତେକ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। କୋରାପୁଟ, କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା,…

ମାଲକାନଗିରିରେ ଲଗାଣ ବର୍ଷା, ଯୋଗାଯୋଗ…

ମାଲକାନଗିରି: ମାଲକାନଗିରିରେ ୭ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ନଦୀର ଜଳସ୍ତର ବଢି ବିଭିନ୍ନ ପୋଲ ଉପରେ ୪ରୁ୫ ଫୁଟ ପାଣି ପ୍ରବାହିତ ହେଉଛି। ଜିଲ୍ଲାର କାଙ୍କୁରୁକୋଣ୍ଡା, ଏମ.ଭି ୯୬, କନ୍ୟାଆଶ୍ରମ, କୋରୁକୋଣ୍ଡା ଓ ତାର୍ଲାକୋଟା ପୋଲ ଉପରେ ୪ ରୁ ୫ ଫୁଟ ପାଣି ପ୍ରବାହିତ…

ଲଘୁଚାପ: ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ ଆସନ୍ତା ୧୬ ତାରିଖ ଯାଏଁ ସ‌ାରା ରାଜ୍ୟରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ଜାରି ରହିବ। ଆସନ୍ତା ଦୁଇ ଦିନ ଯାଏଁ ରାଜ୍ୟର କେତେକ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବା ସମ୍ଭବାନା ଥିବାରୁ ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ…

ବୁଲ୍‌ବୁଲ୍‌ ପ୍ରଭାବରେ ଉପକୂଳରେ ପ୍ରବଳ…

ଭୁବନେଶ୍ଵର: ବାତ୍ୟା ବୁଲବୁଲ୍‌ ପ୍ରଭାବରେ ଉପକୂଳ ଓଡ଼ିଶାରେ ଶନିବାର ବର୍ଷା ପରିମାଣ ବଢ଼ିବା ସହିତ ପବନର ବେଗ ମଧ୍ୟ ବୃଦ୍ଧି ପାଇଛି। ସକାଳେ ବୁଲବୁଲ୍‌ ପାରାଦୀଠାରୁ ୧୧୦ କିଲୋମିଟର ଦୂରରେ ଥିବାବେଳେ ଘଣ୍ଟା ପ୍ରତି ୭ କିଲୋମିଟର ବେଗରେ ପଶ୍ଚିମବଙ୍ଗ-ବାଂଲାଦେଶ ଆଡକୁ ମୁହାଁଇଛି। ତେବେ ବାତ୍ୟା ପୂର୍ବାହ୍ନ…

ବିହାରରେ ୧୦୨ ବର୍ଷର ରେକର୍ଡ ଭାଙ୍ଗିଲା…

ପାଟନା: ଦେଶରେ ବେଶ୍‌ କିଛିଦିନ ହେବ ଲଗାଣ ବର୍ଷା ଲାଗି ରହିଛି। ଯାହାଫଳରେ ଦେଶର ବିଭିନ୍ନ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବିହାରରେ ସ୍ଥିତି ଏବେ ଗମ୍ଭୀର ରହିଛି। ଏହି ବନ୍ୟାରେ ଏଯାବତ୍ ୨୯ ଲୋକଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଚଳିତ ମାସ ଶେଷ ସମୟରେ ବିହାରରେ ଯେଉଁ ବର୍ଷା ହୋଇଛି…

ଆସୁଛି ବଡ଼ ବର୍ଷା, ୨୫ ଓ ୨୬ ତାରିଖ ପାଇଁ…

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ୨୫ ଓ ୨୬ ତାରିଖରେ ସ୍ଥିତି ଅଧିକ ଖରାପ ହେବ। ତାହାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଉକ୍ତ ଦୁଇ ଦିନ ପାଇଁ ଓଡ଼ିଶା ଲାଗି ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ପରିସ୍ଥିତି ଉପରେ ନଜର…

୩ ଦିନ ବର୍ଷିବ!

ଭୁବନେଶ୍ବର: ରାଜ୍ୟରେ ଆଉ ୩ଦିନ ଧରି ବର୍ଷା ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ୩ ଦିନ ପ୍ରବଳ ବର୍ଷା ହେବ। ଆସନ୍ତାକାଲିଠୁ ରାଜ୍ୟର ଅଧତ୍କାଂଶ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ। ତେବେ ଆଜି ପାଇଁ ରାଜ୍ୟର ୮ଟି ଜିଲ୍ଲାକୁ…