୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ୱେଲମାର୍କରେ ପରିଣତ ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପଟି ଅବପାତରେ ପରିଣତ ହେବା ନେଇ ସମ୍ଭାବନା ରହିଛି ।
ପରେ ପଶ୍ଚିମ -ଉତ୍ତର ପଶ୍ଚିମକୁ ଗତି କରି ୧୨ରେ ଆନ୍ଧ୍ର ଉପକୂଳ ଛୁଇଁବ । ଏହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ…