ଜିତିଲେ ହେମନ୍ତ ସୋରେନ
ଓଏଲ୍ ବ୍ୟୁରୋ: ଝାଡ଼ଖଣ୍ଡରେ ବଦଳିଲା ଗଣିତ। ପୁଣିଥରେ ସରକାର ଗଠନ କରିବ ଇଣ୍ଡି ମେଣ୍ଟ। ଇଡି ମାମଲାରେ ମୁଖ୍ୟମନ୍ତ୍ରୀ ହେମନ୍ତ ସାରେନ୍ ଫସିଥିଲେ ମଧ୍ୟ ତାଙ୍କ ଉପରେ ଭରସା କରିଛନ୍ତି ଝାଡ଼ଖଣ୍ଡ ଜନତା। ବାରହେଟ ଆସନରୁ ବିଜୟୀ ହୋଇଛନ୍ତି ହେମନ୍ତ ସୋରେନ।
ବିପକ୍ଷ ପ୍ରାର୍ଥୀ ବିଜେପିର ଗାମଲିୟେଲ…