ପାରିବାରିକ କଳହରୁ ସ୍ତ୍ରୀକୁ ହତ୍ୟା କଲା…
ରେଢ଼ାଖୋଲ : ଟାଙ୍ଗିଆରେ ହାଣି ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ। ଏହି ଅଭାବନୀୟ ଘଟଣାଟି ସମ୍ବଲପୁର ଯୁଯୁମୁରା ଥାନା ଅଞ୍ଚଳର ଘୁସୁରିଆବାହାଲ ଗାଁରେ ଘଟିଛି। ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି।
ସୂଚନା ଅନୁସାରେ, କୌଣସି ଏକ କାରଣରୁ ସ୍ୱାମୀ ପ୍ରମୋଦ ଭଏସା ଓ ତାଙ୍କ ସ୍ତ୍ରୀ ପାର୍ବତୀଙ୍କ…