ସୁପ୍ରିମକୋର୍ଟରେ ହାଇଦ୍ରାବାଦ ଏନକାଉଣ୍ଟର…
ନୂଆଦିଲ୍ଲୀ: ବିଚାର ବିଭାଗୀୟ ତଦନ୍ତ ହେବ ହାଇଦ୍ରାବାଦ ଏନକାଉଣ୍ଟର ମାମଲ। ଏନେଇ ନିର୍ଦ୍ଦେଶ ଦେଇଛନ୍ତି ପ୍ରଧାନ ବିଚାରପତି। ମହିଳା ଡାକ୍ତରଙ୍କୁ ଗଣଦୁଷ୍କର୍ମ ଓ ପୋଡି ଦେବା ମାମଲାରେ ଅଭିଯୁକ୍ତଙ୍କୁ ପୁଲିସ ଏନକାଉଣ୍ଟର କରିବା ପରେ ନିରପେକ୍ଷ ତଦନ୍ତ କରିବାକୁ ପ୍ରଧାନ ବିଚାରପତି ନିର୍ଦ୍ଦେଶ ଦେଇଛନ୍ତି।…