ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ
ଓଏଲ୍ ବ୍ୟୁରୋ: ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର । ଦେଓରଞ୍ଜନ ସିଂଙ୍କୁ ଓଡ଼ିଶା ବନ ନିଗମ ଅଧ୍ୟକ୍ଷ ଦାୟିତ୍ୱ । ବିଶାଲ ଦେବଙ୍କୁ ଶକ୍ତି ବିଭାଗର ଦାୟିତ୍ୱ ପ୍ରଦାନ । ସଞ୍ଜୟ ସିଂଙ୍କୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର । ଭାସ୍କର ଜ୍ୟୋତି ଶର୍ମା…