ଏଥର ଲୋୟର ପିଏମଜି ବଦଳରେ ପ୍ରଦର୍ଶନୀ…
ଭୁବନେଶ୍ବର : ଏଥର ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବ ରାଜ୍ୟସ୍ତରୀୟ ସ୍ୱାଧିନତା ଦିବସ ପରେଡ୍ । ଦିଲ୍ଲୀ ଶୈଳୀରେ ଏଥର ରାଜ୍ୟସ୍ତରୀୟ ସ୍ୱାଧିନତା ଦିବସ ପାଳନ କରିବା ନେଇ ନିଷ୍ପତ୍ତି ହୋଇଛି । ଏଥିରେ ପୂର୍ବଥରମାନଙ୍କ ଭଳି ଛାତ୍ରଛାତ୍ରୀମାନେ ପରେଡରେ ଭାଗ ନେଇପାରିବେ ନାହିଁ । ତେବେ ପୁଲିସ୍…