ସୁପର ସାଇକ୍ଲୋନର ରୂପ ନେଉଛି…
ନୂଆଦିଲ୍ଲୀ: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଉମ୍ପୁନ୍ ସୁପର ସାଇକ୍ଲୋନର ରୂପ ନେଉଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏହା ୧୨ ଘଣ୍ଟା ମଧ୍ୟରେ ସୁପର ସାଇକ୍ଲୋନ ହୋଇପାରେ ବୋଲି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।…