ଜଳେଶ୍ବରରେ ଧରା ପଡିଲା କ୍ରିକେଟ ବେଟିଂ…
ଜଳେଶ୍ୱର: ଗତକାଲି ଭାରତ-ଅଷ୍ଟ୍ରେଲିଆ ମ୍ୟାଚ୍ ଚାଲିଥିବା ବେଳେ ବାଲେଶ୍ୱର ଜିଲ୍ଲା ଜଳେଶ୍ୱରରେ ଚାଲିଥିଲା ବେଟିଂ କାରବାର। ବେଟିଂ କାରବାର ଚାଲିଥିବା ନେଇ ଜଳେଶ୍ୱର ପୁଲିସ୍ ଖବର ପାଇ ଜଳେଶ୍ୱର ଗ୍ୟାରେଜ ବଜାରରେ ଚଢ଼ାଉ କରି ବେଟିଂ କାରବାର ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରିଛି। ଏଥିସହ ପୁଲିସ୍…