ସମ୍ବିଧାନ ଆମ ପାଇଁ ବଡ ଓ ପବିତ୍ର ଗ୍ରନ୍ଥ…
ନୂଆଦିଲ୍ଲୀ: ମଙ୍ଗଳବାର ୭୦ ତମ ସମ୍ବିଧାନ ଦିବସ ଅବସରରେ ସଂସଦର ସେଣ୍ଟ୍ରାଲ ହଲ୍ରେ ଏକ ମିଳିତ ଅଧିବେଶନ ଆୟୋଜିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏଥିରେ ଯୋଗଦେଇ ସଦସ୍ୟମାନଙ୍କୁ ସମ୍ବୋଧିତ କରିଛନ୍ତି। ଏହି ମିଳିତ ଅଧିବେଶନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କାୟା ନାଇଡୁ…